Masthead

ଖୋଲିଲା କେଦାରନାଥ ଧାମ, ହଜାର ହଜାର ଭକ୍ତଙ୍କ ଭିଡ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଖୋଲିଲା କେଦାରନାଥ ଧାମ । ସ୍ୱତନ୍ତ୍ର ପୂଜାର୍ଚ୍ଚନା ପରେ କେଦାରନାଥ ଧାମର ଦ୍ୱାର ଖୋଲାଯାଇଛି । ହଜାର ହଜାର ଭକ୍ତଙ୍କ ଭିଡ ଦେଖିବାକୁ ମିଳିଛି । କେଦାରନାଥ ମନ୍ଦିରକୁ ୩୫ କୁଇଣ୍ଟାଲ ଫୁଲରେ ସୁନ୍ଦର ଭାବେ ସଜାଯାଇଥିବା ବେଳେ ଜୟକାର ଧ୍ୱନୀରେ ପ୍ରକମ୍ପିତ ହୋଇଉଠିଛି ପରିବେଶ । ଆଜି ହଜାର ହଜାର ଶ୍ରଦ୍ଧାଳୁ ବାବାଙ୍କ ଦର୍ଶନ କରିଛନ୍ତି । ଯାହାକୁ ନେଇ ଭକ୍ତଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ଦର୍ଶନ ପାଇଁ ଗଙ୍ଗୋତ୍ରୀ ଧାମର କବାଟ ଖୋଲିବା ପରେ ଚାରିଧାମ ଯାତ୍ରା ଆରମ୍ଭ ହୋଇଛି । ଏପ୍ରିଲ ୨୭ରେ ଖୋଲିବ ବଦ୍ରିନାଥ । ଆଜିଠୁ କେଦାରନାଥରେ ହେଲିକପ୍ଟର ସେବା ମଧ୍ୟ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ