Masthead

ମହାଶିବରାତ୍ରୀରେ ଭକ୍ତଙ୍କ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମହାଶିବରାତ୍ରୀରେ ଭକ୍ତଙ୍କ ପାଇଁ ଆସିଲା ଖୁସି ଖବର । ଏପ୍ରିଲ ୨୫ରୁ ଖୋଲିବ କେଦାରନାଥ ଧାମ । ମହାଶିବରାତ୍ରି ଅବସରରେ ଉଖୀମଠରେ ପରମ୍ପରାଗତ ପୂଜାର୍ଚ୍ଚନା ହେବା ପରେ ପଞ୍ଚାଙ୍ଗ ଗଣନା ହେବା ସହିତ କେଦାରନାଥ ମନ୍ଦିରର ଦ୍ୱାର କେବେ ଖୋଲାଯିବ ସେନେଇ ମୁହୂର୍ତ୍ତ ନିର୍ଘଣ୍ଟ ହୋଇଛି । ଆସନ୍ତା ଏପ୍ରିଲ ମାସ ୨୫ ତାରିଖ ଦିନ କେଦାରନାଥ ପୀଠ ଖୋଲିବ ।

ସକାଳ ୬ଟା ୨୦ ମିନିଟ୍ ସମୟରେ ମନ୍ଦିରର ଦ୍ୱାର ଖୋଲିବା ନେଇ ସମୟ ଧାର୍ୟ୍ୟ କରାଯାଇଛି । ତେବେ କେଦାରନାଥ ମନ୍ଦିରର କବାଟ ଖୋଲିବା ସହ ଭକ୍ତଙ୍କ ଦର୍ଶନ ମଧ୍ୟ ଆରମ୍ଭ ହେବ । ସୂଚନା ଅନୁସାରେ, ବାବା କେଦାରନାଥଙ୍କ ଡୋଲି ସର୍ବପ୍ରଥମେ ଏପ୍ରିଲ ୨୪ ତାରିଖରେ ସେଠାରେ ପହଞ୍ଚିବ । ଏହା ଓମକାରେଶ୍ୱର ମନ୍ଦିର, ଉଖୀମଠ ଦେଇ କେଦାରନାଥରେ ପହଞ୍ଚିବା ପରେ ବିଧି ମୁତାବକ ଧାର୍ମିକ କାମ ଆରମ୍ଭ ହେବ । ତେବେ ସମସ୍ତ ଧାର୍ମିକ କାମ ଶେଷ ହେବା ପରେ ସକାଳ ୬ଟା ୨୦ ମିନିଟ୍ ସମୟରେ ମନ୍ଦିରର ଦ୍ୱାର ଖୋଲାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ