Masthead

ଅରବିନ୍ଦ କେଜ୍ରିୱାଲ ଜଣେ ସଚ୍ଚୋଟ ମୁଖ୍ୟମନ୍ତ୍ରୀ: ଶରଦ ପାୱାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅରବିନ୍ଦ କେଜ୍ରିୱାଲ ଜଣେ ସଚ୍ଚୋଟ ମୁଖ୍ୟମନ୍ତ୍ରୀ । ଏଭଳି ବିବୃତି ଦେଇଛନ୍ତି ଏନସିପି ମୁଖ୍ୟ ଶରଦ ପାୱାର । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ସରକାରୀ ବଙ୍ଗଳାକୁ ନେଇ ଲାଗିରହିଛି ବିବାଦ । ଏହାରି ଭିତରେ ସାମ୍ନାକୁ ଆସିଛି ଶରଦ ପାୱାରଙ୍କ ବଡ ବିବୃତ୍ତି । ଏହାପୂର୍ବରୁ ଆପ ଅଭିଯୋଗ କରିଥିଲା ଦେଶର ବଡ଼ ପ୍ରସଙ୍ଗରୁ ଧ୍ୟାନ ହଟାଇବା ପାଇଁ କେଜରିୱାଲଙ୍କ ଘର ଉପରେ ଆଲୋଚନା ହେଉଛି। ଏଥି ସହ ମହାରାଷ୍ଟ୍ରର ରାଜନୈତିକ ଅସ୍ଥିରତା ମଧ୍ୟରେ ପାୱାର କହିଛନ୍ତି ମୁଖ୍ୟମନ୍ତ୍ରୀ ପରିବର୍ତ୍ତନ ବିଷୟରେ ସଞ୍ଜୟ ରାଉତ ଯାହା କହିଛନ୍ତି ତାହା କେବଳ ତାଙ୍କ ନିଜସ୍ୱ ମତାମତ। ଏ ବିଷୟରେ ସେମାନଙ୍କର ପାଖରେ କୌଣସି ସୂଚନା ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ