Masthead

ଅବସର ନେବେ ମୋଦି, ଶାହା ହେବେ ପ୍ରଧାନମନ୍ତ୍ରୀ!

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜେଲରୁ ବାହାରି ଆସି ବିଜେପିକୁ ଟାର୍ଗେଟ କଲେ ଅରବିନ୍ଦ ଅରବିନ୍ଦ କେଜ୍ରିୱାଲ । ସେ ବିଜେପି ପ୍ରଶ୍ନ କରିଛନ୍ତି ତୁମର ପ୍ରଧାନମନ୍ତ୍ରୀ କିଏ ହେବ। ଆପଣ ହୁଏତ ଭାବୁଥିବେ ଯେ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବେ । କିନ୍ତୁ ନା, ଆସନ୍ତା ବର୍ଷ ମୋଦି ୭୫ ବର୍ଷ ବୟସ ଅତିକ୍ରମ କରୁଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ନିଜେ ବିଜେପି ଭିତରେ ଏକ ନିୟମ କରିଛନ୍ତି ଯେ ୭୫ ବର୍ଷ ବୟସ ପରେ ସେ ଅବସର ଗ୍ରହଣ କରିବେ। ପ୍ରଥମେ ଲାଲ କୃଷ୍ଣ ଆଡଭାନୀ ଏବଂ ପରେ ଅବସର ନେଇଛନ୍ତି ମୁରଲି ମନୋହର ଯୋଶୀ।

କେଜ୍ରିୱାଲ କହିଛନ୍ତି ଯେ ଏଭଳି ପରିସ୍ଥିତିରେ ଯଦି ବିଜେପି ସରକାର ଗଠନ କରେ ତେବେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଦେଶର ପ୍ରଧାନମନ୍ତ୍ରୀ ହୋଇପାରିବେ। ଅରବିନ୍ଦ କହିଛନ୍ତି ଯେ ମୁଁ ତୁମ ସମସ୍ତଙ୍କ ମଧ୍ୟରେ ଫେରିଥିବାରୁ ବହୁତ ଖୁସି। ଆମ ଦେଶକୁ ଏକଛତ୍ରବାଦୀ ଶାସନରୁ ରକ୍ଷା କରିବାକୁ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା