Masthead

‘ଯଦି ବିଜେପି ନିର୍ଦ୍ଦେଶ ଦିଏ ତେବେ ସିବିଆଇ ମୋତେ ଗିରଫ କରିବ’

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସିବିଆଇରେ ହାଜର ହୋଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଏହା ପୂର୍ବରୁ ସେ ନିଜ ବାସଭବନରେ ଦଳୀୟ କର୍ମୀଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରିଛନ୍ତି। ସେଠାରେ ସେ ସାମ୍ବାଦିକ ସମ୍ମିଳନୀ କରି ବିଜେପିକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ବିଜେପି ଯଦି ଏବେ ନିର୍ଦ୍ଦେଶ ଦିଏ ତେବେ ସିବିଆଇ ମୋତେ ସାଙ୍ଗେ ସାଙ୍ଗେ ଗିରଫ କରିବ। ସେ ଆହୁରି କହିଛନ୍ତି, ବିଜେପି ବିରୋଧରେ ଯେ କେହି ବି ଯିବେ ସମସ୍ତଙ୍କୁ ଜେଲ୍‌ ପଠାଇଦେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା