Masthead

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କେଜ୍ରିୱାଲ!

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ । ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ କରିଛନ୍ତି। କିନ୍ତୁ ସେ ଜାମିନ ମିଳିବା ସତ୍ତ୍ୱେ ଜେଲରେ ରହିବେ କାରଣ ଇଡି ମାମଲାରେ ଏହି ରିଲିଫ ଦିଆଯାଇଛି । ହେଲେ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଳିବା ସତ୍ତ୍ୱେ କେଜ୍ରିୱାଲଙ୍କୁ ସିବିଆଇ ମାମଲାରେ ଜେଲରେ ରହିବାକୁ ପଡ଼ିବ। ତେବେ କେଜ୍ରିୱାଲଙ୍କୁ ଇଡି ଗିରଫ କରିବା ପରଠାରୁ ବିରୋଧୀ ବିଜେପି ତାଙ୍କ ଇସ୍ତଫା ଦାବି କରିଆସୁଛି।

କୋର୍ଟରେ ମଧ୍ୟ ଇସ୍ତଫା କଥା ଉଠିଥିଲା। ହେଲେ କୋର୍ଟ ଏହା ଉପରେ କୌଣସି ପ୍ରକାର ନିର୍ଦ୍ଦେଶ ଜାରି କରିପାରିବେ ନାହିଁ ବୋଲି କହିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଅରବିନ୍ଦ କେଜ୍ରିୱାଲ ଜଣେ ନିର୍ବାଚିତ ନେତା ଓ ଦିଲ୍ଲୀର ମୁଖ୍ୟମନ୍ତ୍ରୀ। ଏହି ପଦବୀ ବେଶ ଗୁରୁତ୍ୱପୂର୍ଣ୍ଣ ଓ ଏହାର ପ୍ରଭାବ ମଧ୍ୟ ରହିଛି। ଆମେ କୌଣସି ନିର୍ଦ୍ଦେଶ ଦେଇପାରିବୁ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା