Masthead

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବେ କେଜ୍ରିୱାଲ!

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ । ଅନ୍ତରୀଣ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ କରିଛନ୍ତି। କିନ୍ତୁ ସେ ଜାମିନ ମିଳିବା ସତ୍ତ୍ୱେ ଜେଲରେ ରହିବେ କାରଣ ଇଡି ମାମଲାରେ ଏହି ରିଲିଫ ଦିଆଯାଇଛି । ହେଲେ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଳିବା ସତ୍ତ୍ୱେ କେଜ୍ରିୱାଲଙ୍କୁ ସିବିଆଇ ମାମଲାରେ ଜେଲରେ ରହିବାକୁ ପଡ଼ିବ। ତେବେ କେଜ୍ରିୱାଲଙ୍କୁ ଇଡି ଗିରଫ କରିବା ପରଠାରୁ ବିରୋଧୀ ବିଜେପି ତାଙ୍କ ଇସ୍ତଫା ଦାବି କରିଆସୁଛି।

କୋର୍ଟରେ ମଧ୍ୟ ଇସ୍ତଫା କଥା ଉଠିଥିଲା। ହେଲେ କୋର୍ଟ ଏହା ଉପରେ କୌଣସି ପ୍ରକାର ନିର୍ଦ୍ଦେଶ ଜାରି କରିପାରିବେ ନାହିଁ ବୋଲି କହିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଅରବିନ୍ଦ କେଜ୍ରିୱାଲ ଜଣେ ନିର୍ବାଚିତ ନେତା ଓ ଦିଲ୍ଲୀର ମୁଖ୍ୟମନ୍ତ୍ରୀ। ଏହି ପଦବୀ ବେଶ ଗୁରୁତ୍ୱପୂର୍ଣ୍ଣ ଓ ଏହାର ପ୍ରଭାବ ମଧ୍ୟ ରହିଛି। ଆମେ କୌଣସି ନିର୍ଦ୍ଦେଶ ଦେଇପାରିବୁ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ