Masthead

ଦୁଇ ଦିନିଆ ଗୋଆ ଗସ୍ତରେ କେଜ୍ରିୱାଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଦୁଇ ଦିନିଆ ଗୋଆ ଗସ୍ତ କରିବେ ଦିଲ୍ଳୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ତେବେ ୨୦୨୨ ନିର୍ବାଚନକୁ ଦୃଷ୍ଟିରେ ରଖି ସେ ଏହି ଗସ୍ତ କରୁଥିବାର ସୂଚନା ମିଳିଛି । ଆସନ୍ତା ରାଜନୀତିକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜନୈତିକ ଦଳ ନିଜର ପ୍ରସ୍ତୁତ ଆରମ୍ଭ କରିସାରିଲେଣି । ସେପଟେ କିଛିଦିନ ପୂର୍ବରୁ ଗୋଆରେ ମଧ୍ୟ ଦିଲ୍ଲୀ ମଡେଲକୁ ଅନୁସରଣ କରାଯିବ ବୋଲି ଅରବିନ୍ଦ କେଜ୍ରିୱାଲ ସ୍ପଷ୍ଟ କରିଥିଲେ ।

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ୩ ଥର ଗୋଆ ଗସ୍ତ କରିସାରିଥିବାବେଳେ ଆଜି ଚତୁର୍ଥ ଥର ପାଇଁ ଗୋଆ ଗସ୍ତରେ ଯିବେ କେଜ୍ରିୱାଲ । ତେବେ ଆଜି ଅପରାହ୍ନ ୪ଟାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ମାଣ୍ଟକ ଭଣ୍ଡାରୀ ସମ୍ପ୍ରଦାୟର ସଦସ୍ୟଙ୍କ ମୁଖ୍ୟାଳୟରେ ଏକ ବୈଠକ କରିବାର କାର୍ଯ୍ୟକ୍ରମ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା