Masthead

କରୋନାକୁ ନେଇ ଉପ-ରାଜ୍ୟପାଳଙ୍କୁ ଚିଠି ଲେଖିଲେ କେଜ୍ରିୱାଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ମହାପର୍ବ ଛଟକୁ ନେଇ ଦିଲ୍ଲୀ ବଜାର ବର୍ତ୍ତମାନ ସରଗରମ ହୋଇ ଉଠିଛି । ଅନେକ ରାଜ୍ୟରୁ ଲୋକମାନଙ୍କର ସମାଗମ ମଧ୍ୟ ରାଜଧାନୀରେ ବଢିବାରେ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଗାଇଡଲାଇନ ମଧ୍ୟ ଜାରି କରିଛନ୍ତି । ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀ ଉପରାଜ୍ୟପାଳ ଅନିଲ ବୈଜଲଙ୍କୁ ଚିଠି ଲେଖିଥିବାର କଥା ସାମ୍ନାକୁ ଆସିଛି । ବର୍ତ୍ତମାନ ଦିଲ୍ଲୀରେ କରୋନାସ୍ଥିତି ଭଲ ଅଛି । ତେଣୁ ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ଛଟ ପୂଜା କରିବାକୁ ଅନୁମତି ଦିଆଯିବା ଆବଶ୍ୟକ ବୋଲି କେଜ୍ରିୱାଲ ଏହି ଚିଠିରେ ଲେଖିଛନ୍ତି ।

ଅନ୍ୟପଟେ ଛଟ ପୂଜାକୁ ନେଇ ଦିଲ୍ଲୀରେ ରାଜନୀତି ସରଗରମ ହୋଇଉଠିଛି । କାହିଁକିନା କରୋନାକୁ ଦୃଷ୍ଟିରେ ରଖି ଦିଲ୍ଲୀର ସର୍ବସାଧାରଣ ସ୍ଥାନ, ଜଳଭଣ୍ଡାର ଏବଂ ନଦୀ କୂଳରେ ଏହି ପୂଜାକୁ କରିବା ପାଇଁ ବାରଣ କରିଛନ୍ତି । ହେଲେ ଏହି ନିଷ୍ପତ୍ତି ବିରୋଧରେ ବିଜେପି ଦିଲ୍ଲୀ ସରକାରଙ୍କୁ ଟାର୍ଗେଟ କରିଥିବାର ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ