Masthead

କେଜ୍ରିୱାଲଙ୍କ ଝିଅ ଅନଲାଇନ ଠକେଇର ଶିକାର

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ଅନଲାଇନ ଠକେଇର ଶିକାର ହୋଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ଝିଅ । ସେ ଅନଲାଇନରେ ସେକେଣ୍ଡ ହ୍ୟାଣ୍ଡ ସୋଫା ବିକ୍ରି କରିବା ପାଇଁ ଚାହୁଁଥିଲେ । ଏହାର ଫାଇଦା ଉଠାଇ ଠକମାନେ ତାଙ୍କଠାରୁ ୩୪ ହଜାର ଟଙ୍କା ଠକି ନେଇଥିଲେ । ଓଏଲଏକ୍ସରେ ସୋଫା ବିକ୍ରି ପାଇଁ ସେ ବିଜ୍ଞାପନ ଦେଇଥିଲେ । ଜଣେ ବ୍ୟକ୍ତି ସୋଫା କଣିବାକୁ ଡ଼ିଲ କରିଥିଲେ ।

ହରଶିତଙ୍କ ଆକାଉଣ୍ଟକୁ ବାର କୋଡ଼ ସ୍କାନ କରି ପ୍ରଥମେ କିଛି ଟଙ୍କା ପଠାଇଥିଲେ । ପରେ ସେ ଆଉ ଗୋଟେ ବାର କୋଡ଼ ସ୍କାନ ପଠାଇ ଏହାକୁ ସ୍କାନ କଲେ ଟଙ୍କା ଆକାଉଣ୍ଟକୁ ଚାଲିଯିବ ବୋଲି କହିଥିଲେ । ହରଶିତ ସ୍କାନ କରିବା ପରେ ପ୍ରଥମେ ୨୦ ହଜାର ଓ ପରେ ୧୪ ହଜାର ଟଙ୍କା ନେଇଯାଇଥିଲେ । ଏହାକୁ ନେଇ ହରଶିତ ସିଭିଲ ଲାଇନ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ମାମାଲା ରୁଜୁ କରି ଅଧିକ ତଦନ୍ତ ଚଲାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା