Masthead

ଆସନ୍ତା ୭ରେ କେଜ୍ରିୱାଲଙ୍କ ସୁପ୍ରିମ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅରବିନ୍ଦ କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ ଉପରେ ଆସନ୍ତା ୭ ତାରିଖରେ ଶୁଣାଣି କରିବେ ସୁପ୍ରିମକୋର୍ଟ । ନିର୍ବାଚନ କାରଣରୁ ସୁପ୍ରିମକୋର୍ଟ ତାଙ୍କ ଅନ୍ତରୀଣ ଜାମିନ ଉପରେ ବିଚାର କରିବେ । ପରବର୍ତ୍ତୀ ଶୁଣାଣିରେ ଅନ୍ତରୀଣ ଜାମିନର ସର୍ତ୍ତ ଜଣାଇବାକୁ ସୁପ୍ରିମକୋର୍ଟ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ କହିଛନ୍ତି । ମଙ୍ଗଳବାର ପୂର୍ବାହ୍ନ ସାଢ଼େ ୧୦ଟାରେ ଏହି ମାମଲାର ଶୁଣାଣି ହେବ ବୋଲି ସୁପ୍ରିମ୍ କୋର୍ଟ କହିଛନ୍ତି ।

ଲୋକସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଅନ୍ତରୀଣ ଜାମିନ ଦେବାର ସମ୍ଭାବନା ଉପରେ ସୁପ୍ରିମକୋର୍ଟ ବିଚାର କରିବେ । ଜଷ୍ଟିସ ସଞ୍ଜୀବ ଖାନ୍ନା ଓ ଜଷ୍ଟିସ ଦୀପଙ୍କରଙ୍କୁ ନେଇ ଗଠିତ ଖଣ୍ଡପୀଠ ଅନ୍ତରୀଣ ଜାମିନ ଆବେଦନର ଶୁଣାଣି କରିବେ ବୋଲି କହିଛନ୍ତି । କୋର୍ଟ ତଦନ୍ତକାରୀ ସଂସ୍ଥା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଏବଂ ଅରବିନ୍ଦ କେଜ୍ରିୱାଲଙ୍କ ଓକିଲଙ୍କୁ ପ୍ରସ୍ତୁତ ରହିବାକୁ କହିଛନ୍ତି । ଅଦାଲତ କହିଛନ୍ତି ଯେ ଯଦି ଏହି ମାମଲା ଦୀର୍ଘ ଦିନ ଧରି ଚାଲିବ, ତେବେ ଆମେ ଅନ୍ତରୀଣ ଜାମିନ ଉପରେ ବିଚାର କରିବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ