Masthead

ଆଳିରେ ଗୋଷ୍ଠୀ ସଙ୍ଘର୍ଷ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ଆଳିରେ ଗୋଷ୍ଠୀ ସଙ୍ଘର୍ଷ । କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ମାଣିକପାଟଣା ଗାଁରେ ଜମିଜମା ବିବାଦକୁ କେନ୍ଦ୍ରକରି ଗତକାଲି ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଫଳରେ ଉଭୟ ପକ୍ଷରୁ ୭ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଆଳି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ପରେ ଅବସ୍ଥା ସଂକଟାପର୍ଣ୍ଣ ହେବାରୁ ସମସ୍ତ ଗୁରୁତରଙ୍କୁ କଟକକୁ ସ୍ଥାନାନ୍ତରିତ କରାଯାଇଛି।

ମାଣିକପାଟଣା ଗ୍ରାମରେ ଦୁଇଗୋଷ୍ଠୀ ମଧ୍ୟରେ ଲାଗିରହିଥିବା ଜମିଜମା ବିବାଦ ଗତକାଲି ବିଲମ୍ବିତ ରାତିରେ ଉଗ୍ରରୂପ ଧାରଣ କରିଥିଲା। ଉଭୟ ଖଣ୍ଡା ବଲ୍ହା ଓ ବର୍ଚ୍ଛାରେ ପରସ୍ପରକୁ ଆକ୍ରମଣ ଓ ପ୍ରତିଆକ୍ରମଣ କରିଥିଲେ। ଫଳରେ ରକ୍ତାକ୍ତ ଅବସ୍ଥାରେ ୭ଜଣ ଗୁରୁତରଙ୍କୁ ଗ୍ରାମବାସୀ ଉଦ୍ଧାର କରି ଆଳି ଗୋଷ୍ଠୀ ସ୍ୱାସ୍ଥ୍ୟକୁ ପଠାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ