Masthead

ଆଳିରେ ଗୋଷ୍ଠୀ ସଙ୍ଘର୍ଷ

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ଆଳିରେ ଗୋଷ୍ଠୀ ସଙ୍ଘର୍ଷ । କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ମାଣିକପାଟଣା ଗାଁରେ ଜମିଜମା ବିବାଦକୁ କେନ୍ଦ୍ରକରି ଗତକାଲି ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ଫଳରେ ଉଭୟ ପକ୍ଷରୁ ୭ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଆଳି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ପରେ ଅବସ୍ଥା ସଂକଟାପର୍ଣ୍ଣ ହେବାରୁ ସମସ୍ତ ଗୁରୁତରଙ୍କୁ କଟକକୁ ସ୍ଥାନାନ୍ତରିତ କରାଯାଇଛି।

ମାଣିକପାଟଣା ଗ୍ରାମରେ ଦୁଇଗୋଷ୍ଠୀ ମଧ୍ୟରେ ଲାଗିରହିଥିବା ଜମିଜମା ବିବାଦ ଗତକାଲି ବିଲମ୍ବିତ ରାତିରେ ଉଗ୍ରରୂପ ଧାରଣ କରିଥିଲା। ଉଭୟ ଖଣ୍ଡା ବଲ୍ହା ଓ ବର୍ଚ୍ଛାରେ ପରସ୍ପରକୁ ଆକ୍ରମଣ ଓ ପ୍ରତିଆକ୍ରମଣ କରିଥିଲେ। ଫଳରେ ରକ୍ତାକ୍ତ ଅବସ୍ଥାରେ ୭ଜଣ ଗୁରୁତରଙ୍କୁ ଗ୍ରାମବାସୀ ଉଦ୍ଧାର କରି ଆଳି ଗୋଷ୍ଠୀ ସ୍ୱାସ୍ଥ୍ୟକୁ ପଠାଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା