Masthead

ରକ୍ତଦାନ ଶିବିର

ରାଜକନିକା(ବଡ଼ ଖବର ବ୍ୟୁରୋ): ବର୍ତ୍ତମାନ ସାରା ଦେଶରେ କରୋନା ମହାମାରୀ ପାଇଁ ସବୁଆଡେ ଭୟ ଓ ଆତଙ୍କ ଦେଖାଦେଇଛି । ରୋଗୀମାନଙ୍କ ରକ୍ତର ଆବଶ୍ୟକତା ପୂରଣ ହେବା ସମ୍ଭବ ହେଉନାହିଁ । ଏହି ପରିପ୍ରେକ୍ଷିରେ ରାଜକନିକାର ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନଗୁଡିକ ଅଣ୍ଟା ଭିଡିଛନ୍ତି । ରକ୍ତଦାନ ଶିବିର ମାଧ୍ୟମରେ ଗାଁ ଗହଳିରୁ ରକ୍ତ ସଂଗ୍ରହ କରି ଏହି ଅଭାବ ପୂରଣ କରାଇବାକୁ ରାଜକନିକା ସେବାସାହି ଗାଁରେ ଆଜି ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଏହି ଶିବିରକୁ କନିକା ତହସିଲଦାର ଉଦଘାଟନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା