Masthead

ଝିଆରୀର ସର୍ବନାଶ କଲା ପାପି ପିଉସା

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ଝିଆରୀର ସର୍ବନାଶ କରିଦେଲା ପାପି ପିଉସା। ରାକ୍ଷୀ ପୂର୍ଣ୍ଣିମାରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଟେକିନେଇ ଗଣଦୁଷ୍କର୍ମ ଅଭିଯୋଗ। ରାଜନଗର ଥାନା ଅଞ୍ଚଳରେ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି ।  ରାକ୍ଷୀ ପୂର୍ଣ୍ଣିମା ଦିନ ପିଉସା ଘରକୁ ଆସିଥିଲେ ଛାତ୍ରୀ ।  ସମ୍ପର୍କୀୟ ପିଉସା ସମେତ ୫ ଅଟକ ରାକ୍ଷୀ ପୂର୍ଣ୍ଣିମାରେ ଗଣଦୁଷ୍କର୍ମ ଘଟିଥିବା ଥାନାରେ ଏତଲା ଦିଆଯାଇଛି।

ଗଣଦୁଷ୍କର୍ମ ଘଟଣାରେ ନାବାଳିକାଙ୍କ ପିଉସାଙ୍କ ସଂପୃକ୍ତି ଥିବା ଜଣାପଡ଼ିଛି। ପୁଲିସ ସମ୍ପର୍କୀୟ ପିଉସା ସମେତ ୫ ଜଣଙ୍କୁ ଅଟକ ରଖି ପଚରାପଚାର କରୁଛି। ଥାନାରେ ଅଟକ ଥିବା ୫ ଜଣଙ୍କ ମଧ୍ୟରୁ ୪ ଯୁବକ ପଟ୍ଟାମୁଣ୍ଡାଇ ଅଞ୍ଚଳର ବୋଲି ସୂଚନା ମିଳିଛ। ଏହି ସମ୍ଵେଦନଶୀଳ ଘଟଣା ପରେ ଗଭୀର ଉଦବେଗ ପ୍ରକାଶ ପାଇଛି। ଅଭିଯୁକ୍ତଙ୍କୁ କଠୋର ଦଣ୍ଡ ଦେବାକୁ ଦାବି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ