ଝିଆରୀର ସର୍ବନାଶ କଲା ପାପି ପିଉସା

କେନ୍ଦ୍ରାପଡ଼ା (ବଡ଼ ଖବର ବ୍ୟୁରୋ): ଝିଆରୀର ସର୍ବନାଶ କରିଦେଲା ପାପି ପିଉସା। ରାକ୍ଷୀ ପୂର୍ଣ୍ଣିମାରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଟେକିନେଇ ଗଣଦୁଷ୍କର୍ମ ଅଭିଯୋଗ। ରାଜନଗର ଥାନା ଅଞ୍ଚଳରେ ଗଣଦୁଷ୍କର୍ମ ଅଭିଯୋଗ ହୋଇଛି ।  ରାକ୍ଷୀ ପୂର୍ଣ୍ଣିମା ଦିନ ପିଉସା ଘରକୁ ଆସିଥିଲେ ଛାତ୍ରୀ ।  ସମ୍ପର୍କୀୟ ପିଉସା ସମେତ ୫ ଅଟକ । ରାକ୍ଷୀ ପୂର୍ଣ୍ଣିମାରେ ଗଣଦୁଷ୍କର୍ମ ଘଟିଥିବା ଥାନାରେ ଏତଲା ଦିଆଯାଇଛି।

ଗଣଦୁଷ୍କର୍ମ ଘଟଣାରେ ନାବାଳିକାଙ୍କ ପିଉସାଙ୍କ ସଂପୃକ୍ତି ଥିବା ଜଣାପଡ଼ିଛି। ପୁଲିସ ସମ୍ପର୍କୀୟ ପିଉସା ସମେତ ୫ ଜଣଙ୍କୁ ଅଟକ ରଖି ପଚରାପଚାର କରୁଛି। ଥାନାରେ ଅଟକ ଥିବା ୫ ଜଣଙ୍କ ମଧ୍ୟରୁ ୪ ଯୁବକ ପଟ୍ଟାମୁଣ୍ଡାଇ ଅଞ୍ଚଳର ବୋଲି ସୂଚନା ମିଳିଛ। ଏହି ସମ୍ଵେଦନଶୀଳ ଘଟଣା ପରେ ଗଭୀର ଉଦବେଗ ପ୍ରକାଶ ପାଇଛି। ଅଭିଯୁକ୍ତଙ୍କୁ କଠୋର ଦଣ୍ଡ ଦେବାକୁ ଦାବି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ