Masthead

ଅନୁଗୁଳ ଓ ସୁନ୍ଦରଗଡ଼ରେ ହେବ କେନ୍ଦ୍ରୀୟ ବିଦ୍ୟାଳୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସୁନ୍ଦରଗଡ଼ ଓ ଅନୁଗୁଳ ଜିଲ୍ଲାରେ ପ୍ରତିଷ୍ଠା ହେବ ନୂତନ କେନ୍ଦ୍ରୀୟ ବିଦ୍ୟାଳୟ । ଏନେଇ ଏମସିଏଲ ଅନୁମୋଦନ କରିଛି । ଏମସିଏଲ ଦ୍ୱାରା ସୁନ୍ଦରଗଡ଼ ଜିଲ୍ଲାର ବସୁନ୍ଧରା ଅଞ୍ଚଳରେ ଏବଂ ଅନୁଗୁଳ ଜିଲ୍ଲାର ଜଗନ୍ନାଥ ଏବଂ ସୁଭଦ୍ରା ଅଞ୍ଚଳରେ ସ୍ଥାପନା ହେବ ଏହି କେନ୍ଦ୍ରୀୟ ବିଦ୍ୟାଳୟ ।

ଏନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗତବର୍ଷ ସେପ୍ଟେମ୍ବର ୨୦ ତାରିଖରେ ଲୋକସଭା ସାଂସଦ ଜୁଏଲ ଓରାମ, ବରଗଡ଼ ସାସଂଦ ସୁରେଶ ପୂଜାରୀ, ଢେଙ୍କାନାଳ ସାଂସଦ ମହେଶ ସାହୁଙ୍କ ପତ୍ର ଆଧାରରେ କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀଙ୍କୁ ପତ୍ର ଲେଖିଥିଲେ । ଯାହାର ପ୍ରତ୍ୟୁତରେ ମନ୍ତ୍ରୀ କହିଛନ୍ତି ଯେ, ସୁନ୍ଦରଗଡ଼ ଓ ଅନୁଗୁଳ ଜିଲ୍ଲାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଏମସିଏଲ ବୋର୍ଡ଼ ଅନୁମୋଦନ କରିଛି । ତେବେ ଏହି ଖଣି ଅଞ୍ଚଳରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ହେବା ଦ୍ୱାରା ବହୁ ଛାତ୍ରଛାତ୍ରୀ ଉପକୃତ ହେବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି