Masthead

ମୋବାଇଲ ଖେଳିବା କାଳ ହେଲା

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝରରେ ମୋବାଇଲରେ ଖେଳିବା କାଳ ହୋଇଛି । ଟ୍ରେନ ଲାଇନ ଉପରେ ବସି ଇଅରଫୋନ ଲଗାଇ ମୋବାଇଲ ଦେଖୁଥିବା ସମୟରେ ମାଡି ଗଲା ଟ୍ରେନ । ସଦର ଥାନ ରେଙ୍ଗାଳବେଡା ଗାଁର ୨୫ ବର୍ଷର କୁଳମଣି ନାଏକ ଗାଁ ନିକଟରେ ଯାଇଥିବା ଟ୍ରେନ ଲାଇନ ଉପରେ ବସି ମୋବାଇଲ ଦେଖୁଥିଲେ । ଏହି ସମୟରେ ଦ୍ରୁତଗତିରେ ମାଡିଆସିଥିଲା ଟ୍ରେନ୍ । ଘଟଣାସ୍ଥଳରେ କୁଳମଣିଙ୍କ ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ଜିଆରପି ପହଞ୍ଚି ଅନୁଧ୍ୟାନ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ