Masthead

ଦୀପ ଜାଳୁ ଜାଳୁ ଲାଗିଲା ନିଆଁ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝରରେ ରାସ୍ତା ମଝିରେ ହୁତୁ ହୁତୁ ହୋଇ ଜଳି ଗଲା ଟ୍ରକ । ଶୁଆକାଟି ତାରିଣୀ ମନ୍ଦିର ନିକଟରେ ଓଏମସି ଖଣିରୁ ଖଣିଜ ପଦାର୍ଥ ଲୋଡ ପାଇଁ ଲାଇନରେ ଠିଆହୋଇଥିବା ସମୟରେ ଟ୍ରକରେ ନିଆ ଲାଗିଛି । ଟ୍ରକରେ ଦୀପ ଲଗାଇ ଦୀପାବଳୀ ପାଳୁଥିବା ବେଳେ ନିଆଁ ଲାଗିଥିବା କୁହାଯାଇଛି । ସ୍ଥାନୀୟ ଲୋକେ ଓ ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁକୁ ଆୟତ୍ତ କରାଯାଇଛି । ଅନ୍ୟପଟେ ନିଆଁ ଲାଗି ଟ୍ରକର ଆଗ ଇଂଜିନ୍ ଓ କ୍ୟାବିନ୍ ସଂପୂର୍ଣ୍ଣ ଜଳିଯାଇଛି । ଏଥିରେ କାହାରି କିଛି କ୍ଷତି ହୋଇ ନଥିବା ବେଳେ ଲାଇନ ହୋଇ ଛିଡା ହୋଇଥିବା ଶହ ଶହ ଟ୍ରକ ଅଳ୍ପରେ ନିଆଁରୁ ବର୍ତ୍ତିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା