Masthead

ଦୀପ ଜାଳୁ ଜାଳୁ ଲାଗିଲା ନିଆଁ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): କେନ୍ଦୁଝରରେ ରାସ୍ତା ମଝିରେ ହୁତୁ ହୁତୁ ହୋଇ ଜଳି ଗଲା ଟ୍ରକ । ଶୁଆକାଟି ତାରିଣୀ ମନ୍ଦିର ନିକଟରେ ଓଏମସି ଖଣିରୁ ଖଣିଜ ପଦାର୍ଥ ଲୋଡ ପାଇଁ ଲାଇନରେ ଠିଆହୋଇଥିବା ସମୟରେ ଟ୍ରକରେ ନିଆ ଲାଗିଛି । ଟ୍ରକରେ ଦୀପ ଲଗାଇ ଦୀପାବଳୀ ପାଳୁଥିବା ବେଳେ ନିଆଁ ଲାଗିଥିବା କୁହାଯାଇଛି । ସ୍ଥାନୀୟ ଲୋକେ ଓ ଅଗ୍ନିଶମ ବାହିନୀ ପକ୍ଷରୁ ନିଆଁକୁ ଆୟତ୍ତ କରାଯାଇଛି । ଅନ୍ୟପଟେ ନିଆଁ ଲାଗି ଟ୍ରକର ଆଗ ଇଂଜିନ୍ ଓ କ୍ୟାବିନ୍ ସଂପୂର୍ଣ୍ଣ ଜଳିଯାଇଛି । ଏଥିରେ କାହାରି କିଛି କ୍ଷତି ହୋଇ ନଥିବା ବେଳେ ଲାଇନ ହୋଇ ଛିଡା ହୋଇଥିବା ଶହ ଶହ ଟ୍ରକ ଅଳ୍ପରେ ନିଆଁରୁ ବର୍ତ୍ତିଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା