Masthead

ନିଆଁରେ ପୋଡି ମହିଳା ଗୁରୁତର

ତେଲକୋଇ(ବଡ଼ ଖବର ବ୍ୟୁରୋ): ତେଲକୋଇ ରେଞ୍ଜ କରଦାଙ୍ଗି ଗାଁ ଧାନଜମିରେ ଥିବା ମଞ୍ଚରେ ଲାଗିଥିଲା ନିଆଁ । ନିଆଁରେ ପୋଡିହୋଇ ମହିଳା ଗୁରୁତର ହୋଇଛନ୍ତି । ଗୁରୁତର ମହିଳାଙ୍କ ନାମ ମୁଖିଆଣି ନାୟକ । ଗତକାଲି ରାତିରେ ମୁଖିଆଣି ଓ ତାଙ୍କ ସ୍ୱାମୀ ବନ୍ୟଜନ୍ତୁଙ୍କ କବଳରୁ ଫସଲକୁ ରକ୍ଷା କରିବା ପାଇଁ ମଞ୍ଚା ରେ ଶୋଇଥିଲେ । ଶୀତରୁ ରକ୍ଷା ପାଇବା ପାଇଁ ନିଆଁ ଲଗାଇଥିଲେ । ବିଳମ୍ବିତ ରାତିରେ ମୁଖିଆଣି ନିଆଁ ପାଖରେ ଶୋଇଥିଲେ । ଅଜାଣାତରେ ତାଙ୍କ ଶାଢୀରେ ନିଆଁ ଲାଗିଯାଇଥିଲା । ତାଙ୍କ ଶରୀରର ୮୦ଭାଗ ପୋଡି ଯାଇଥିଲା । ସଙ୍ଗେ ସଙ୍ଗେ ତାଙ୍କୁ ତେଲକୋଇ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨୪ ଯାଏ କାଳବୈଶାଖୀ, ଝଡ ବର୍ଷା ଆଲର୍ଟ 🔴 ଆଜି ମଧ୍ୟ ଗୃହରେ ହେବ ଅଚଳାବସ୍ଥା 🔴 ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ୨୪ ଯାଏ କାଳବୈଶାଖୀ, ଝଡ ବର୍ଷା ଆଲର୍ଟ 🔴 ଆଜି ମଧ୍ୟ ଗୃହରେ ହେବ ଅଚଳାବସ୍ଥା 🔴 ଆଜିଠୁ ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ