କେନ୍ଦୁଝର ଓ ମୟୂରଭଞ୍ଜ ବନବିଭାଗ ହାତାହାତି

ସାହାରାପଡ଼ା (ବଡ଼ ଖବର ବ୍ୟୁରୋ):ହାତୀ ଘୋଉଡ଼ାଇବା ନେଇ କେନ୍ଦୁଝର ବନବିଭାଗ ଓ ମୟୁରଭଞ୍ଜ ବନ ବିଭାଗ ମୁହାଁମୁହିଁ । ମୟୁରଭଞ୍ଜ ପଟରୁ ହାତୀଙ୍କୁ ନିଆଁ ହୁଳା ମାଡ଼ କରୁଥିବା ସମୟରେ ସାହାରପଡ଼ା ବନପାଳ ବିରୋଧ କରିବାରୁ ଉଭୟ ପକ୍ଷରୁ ମାରପିଟ ସହ ଧସ୍ତାଧସ୍ତି ଦେଖିବାକୁ ମିଳିଛି । ଧସ୍ତାଧସ୍ତିରେ ଦୁଇ ବନକର୍ମଚାରୀ ଆହତ ହୋଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’