Masthead

ବଡ଼ବିଲରେ ବୁିଲିଲା ବୁଲଡୋଜର

ବଡ଼ବିଲ (ବଡ଼ ଖବର ବ୍ୟୁରୋ): ବିଭିନ୍ନ ଅପରାଧରେ ସଂପୃକ୍ତ ଅଭିଯୁକ୍ତଙ୍କ ଘରେ ବୁଲିଲା ମୋହନଙ୍କ ବୁଲଡୋଜର । ବଡ଼ବିଲ ପୌରାଞ୍ଚଳ ୮ ନଂ ୱାର୍ଡ଼ରେ ମୋହନ ସରକାରଙ୍କ ଆକ୍ସନ । ସରକାରୀ ଜମିକୁ ଜବର ଦଖଲ କରି ବେଆଇନ ନିର୍ମାଣ କରିଥିଲେ ଅଭିଯୁକ୍ତଙ୍କ ପରିବାର । ପ୍ରଥମ ପର୍ଯ୍ୟାୟର ମାଟିରେ ମିଶିବ ୪ ଜଣ ଅଭିଯୁକ୍ତଙ୍କ ଘର । ମାଜିଷ୍ଟ୍ରେଟ ଓ ପୋଲିସ୍ ଉପସ୍ଥିତିରେ ଚାଲିଛି ଜବରଦଖଲ ଉଚ୍ଛେଦ ।

ବଡବିଲ ଆଖପାଖ ଅଞ୍ଚଳରେ ବିଭିନ୍ନ ଅପରାଧରେ ଜଡିତ ଥିବା ୟୁନିଟ୍‌ ୮ର ମହମ୍ମଦ ରାଜା, ସହଦତ୍‌ ଖାନ୍‌, ଅଭିମନ୍ୟୁ ପ୍ରଧାନ ଓ ଆଲୋକ ରାମଙ୍କ ଘର ଭାଙ୍ଗିଛି ସ୍ଥାନୀୟ ପ୍ରଶାସନ । ସରକାରୀ ଜମି ମାଡ଼ି ବସି ଘର କରିଥିବା ସ୍ଥାନରେ ବୁଲଡୋଜର ବୁଲାଇଛି ସ୍ଥାନୀୟ ପ୍ରଶାସନ । ବ୍ୟାପକ ପୁଲିସ୍‌ ଉପସ୍ଥିତରେ ଆଜି ଚାରି ଅଭିଯୁକ୍ତଙ୍କ ଘର ମାଟିରେ ମିଶିଛି । ସମସ୍ତ ଅପରାଧୀଙ୍କ ବିରୋଧରେ ବିଭିନ୍ନ ସଙ୍ଗୀନ ମାମଲା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି