Masthead

ମା’କୁ ହାଣି ପୁଅର ଥାନାରେ ଆତ୍ମସମର୍ପଣ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ଧାନ ବିଲରେ ବୃଦ୍ଧା ମାଆଙ୍କୁ ବିଭତ୍ସ ହତ୍ୟା କଲା ପୁଅ । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ମେଲାଣ ଗ୍ରାମ ରଙ୍ଗମାଟିଆ ସାହିର ଘଟିଛି ଅଘଟଣା । ମୃତ ବୃଦ୍ଧା ହେଲେ ୬୫ ବର୍ଷୀୟ ରିଣ୍ଡି ସୋରେନ । ବୃଦ୍ଧା ଜଣଙ୍କ ଆଜି ସକାଳୁ ବିଲକୁ କାମ କରିବା ପାଇଁ ଆସିଥିଲେ । ବିଲରେ ତଳି ଉଠାଇବା ସମୟରେ ତାଙ୍କୁ ତାର ନିଜ ପୁଅ ଏକ ମାରଣାସ୍ତ୍ରରେ ହତ୍ୟା କରିଛି ।

ବୃଦ୍ଧା ମାଆଙ୍କୁ ହତ୍ୟା କରିବା ପରେ ନିଜେ ଯାଇ ଥାନାରେ ଆତ୍ମସମର୍ପଣ କରିଥିବା ପୋଲିସ୍ ପକ୍ଷରୁ ସୂଚନା ମିଳିଛି । ଅଭିଯୁକ୍ତ ପୁଅ ସାଲଖାନ୍ ସୋରେନ । ଘଟଣା ସମ୍ପର୍କରେ ବୃଦ୍ଧାଙ୍କ ସ୍ଵାମୀ କିଛି ଜାଣିନଥିବା ବେଳେ ଆଜି ସକାଳୁ ବୃଦ୍ଧା ଜଣଙ୍କ ବିଲକୁ ଯାଉଛି କହି ଘରୁ ସକାଳୁ ଆସିଥିବା ବୃଦ୍ଧାଙ୍କ ସ୍ଵାମୀ କହିଛନ୍ତି । ଘଟଣାସ୍ଥଳରେ ଘଟଗାଁ ପୋଲିସ୍ ପହଂଚି ତଦନ୍ତ ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ