Masthead

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ):  ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ଘଟଗାଁ ତହସିଲ ଅଫିସର ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ ଦେବାଶିଷ ପଣ୍ଡା । ୧୦ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ। ଟାଙ୍ଗରତଳି ଗ୍ରାମର ବନମାଳି ପଳେଇଙ୍କ ଠାରୁ ଜମି ଭାଗବଣ୍ଟା କେସର ସମାଧାନ ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରପଡିଛନ୍ତି ଦେବାଶିଷ ପଣ୍ଡା। ଟାଙ୍ଗରତଳି ଗ୍ରାମର ବନମାଳି ପଳେଇଙ୍କ ଠାରୁ ଜମି ଭାଗବଣ୍ଟା କେସର ସମାଧାନ ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରପଡିଛନ୍ତି ଦେବାଶିଷ ପଣ୍ଡା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ