Masthead

ଭିଜିଲାନ୍ସ ଜାଲରେ ସରକାରୀ ବାବୁ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ):  ଭିଜିଲାନ୍ସ ଜାଲରେ କେନ୍ଦୁଝର ଜିଲ୍ଲା ଘଟଗାଁ ତହସିଲ ଅଫିସର ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ ଦେବାଶିଷ ପଣ୍ଡା । ୧୦ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ। ଟାଙ୍ଗରତଳି ଗ୍ରାମର ବନମାଳି ପଳେଇଙ୍କ ଠାରୁ ଜମି ଭାଗବଣ୍ଟା କେସର ସମାଧାନ ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରପଡିଛନ୍ତି ଦେବାଶିଷ ପଣ୍ଡା। ଟାଙ୍ଗରତଳି ଗ୍ରାମର ବନମାଳି ପଳେଇଙ୍କ ଠାରୁ ଜମି ଭାଗବଣ୍ଟା କେସର ସମାଧାନ ପାଇଁ ୧୦ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରପଡିଛନ୍ତି ଦେବାଶିଷ ପଣ୍ଡା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା