Masthead

କେନ୍ଦୁଝରରେ ମୋହନ ସରକାରଙ୍କ ବଡ଼ ଆକ୍ସନ

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ଆଜି ସକାଳୁ ସକାଳୁ କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ସନ୍ତରାପୁର ଗ୍ରାମରେ ଡିଏଫଓଙ୍କ ତତ୍ବାବଧାନରେ ସାନ୍ତରାପୁର ଗ୍ରାମରେ ବନ ବିଭାଗର ବଡ ଧରଣର ଚଢ଼ାଉ କରିଛି । ଘଟଣାସ୍ଥଳରେ ୧୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିଥିବା ବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ୭ ଟ୍ରିପରୁ ଉର୍ଦ୍ଧ୍ବ କାଠ ଜବତ ହୋଇଥିବା ଜଣାପଡିଛି ।

ଆଗକୁ ଆହୁରି ମଧ୍ୟ କାଠ ଜବତ ହେବାର ସମ୍ଭାବନା ଥିବା ବେଳେ ଚଢ଼ାଉ ଜାରି ରହିଛି। ଏତେ ପରିମାଣର କାଠ ଦେଖି ବନ ବିଭାଗ ତାଜୁବ ହୋଇଯାଇଛି । ତେବେ ଘଟଗାଁ ବ୍ଲକ ସନ୍ତରାପୁର ଗ୍ରାମ କେନ୍ଦୁଝର ଜିଲ୍ଲାର ଚୋରା କାଠ ମାଫିଆଙ୍କ ହବ କୁହାଯାଉଥିବା ବେଳେ ଅନେକ ବାର ବନ ବିଭାଗ ଚଢ଼ାଉ କରି ବିଫଳ ହେଉଥିବା ବେଳେ ଆଜି ବନ ବିଭାଗକୁ ବଡ ସଫଳତା ମିଳିଛି ।

ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ୭ଟ୍ରିପ ରୁ ଉର୍ଦ୍ଧ୍ବ ଚୋରା କାଠ ଜବଦ ହୋଇଥିବା ବେଳେ ଆଗକୁ ଚଢ଼ାଉ ଜାରି ରହିଛି। ଘଟଣାସ୍ଥଳରେ ଡି. ଏଫ୍. ଓ ଏଚଡି ଧନରାଜ୍, ଘଟଗାଁ ଏଡିପିଓ, ଘଟଗାଁ ତହସିଲଦାର ଓ ବିପୁଳ ଫୋର୍ସ ମୁତୟନ ରହି ବର୍ତ୍ତମାନ ପର୍ଯ୍ୟନ୍ତ ଚଢ଼ାଉ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ