Masthead

ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

କେନ୍ଦୁଝର (ବଡ଼ ଖବର ବ୍ୟୁରୋ): ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଜାଲରେ ଚିଫ୍ ଇଞ୍ଜିନିୟର ଏଣ୍ଡ ବେସିନ ମେନେଜର (ବୈତରଣୀ ବେସିନ)ର କୈଳାସ ଚନ୍ଦ୍ର ସାହୁ । କୈଳାସ ଚନ୍ଦ୍ର ସାହୁ କେନ୍ଦୁଝର ଓ ଭଦ୍ରକ ଜିଲ୍ଲା ଦାୟୀତ୍ଵରେ ଅନେକ ଦିନ ଧରି ରହି ଆସୁଥିବା ବେଳେ ତାଙ୍କ ନାମରେ ବିଭିନ୍ନ ସମୟରେ ଦୁର୍ନୀତିର ଅନେକ ଅଭିଯୋଗ ହୋଇ ଆସୁଥିଲା । ଶେଷରେ ଆଜି ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ।

 ୧୦ଟି ସ୍ଥାନରେ ଚଢାଉ ଚାଲିଛି । ବର୍ତ୍ତମାନ ଯାଏ ୩୬ଟି ଜାଗା , ୩ଟି ପ୍ଲାଟ ଓ ଯାଜପୁରର କୋରେଇଠାରେ ଏକ ୩ ମହଲା କୋଠା ଓ ଏକ ଡଷ୍ଟର ଗାଡ଼ି ଠାବ ହୋଇଛି । ଏଥି ସହ କେନ୍ଦୁଝର ଅଫିସ , ସରକାରୀ ବାସଭବନ , ଯାଜପୁର ର କୋରେଇ ଓ ବ୍ୟାସନଗର , ଭୂବନେଶ୍ଵର , କଟକ ଓ ପୁରି ର ୧୦ଟି ଜାଗାରେ ଏକ କାଳିନ ଚଢାଉ ଚାଲିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା