Masthead

ଝାମ୍ପି ନେଲେ ଲକ୍ଷେ ବାର ହଜାର

କେନ୍ଦୁଝର ( ବଡ ଖବର ବ୍ୟୁରୋ) : ଶିକ୍ଷୟତ୍ରୀଙ୍କ ଠାରୁ ଝାମ୍ପି ନେଲେ ଦୃବୃର୍ତ୍ତ ଲକ୍ଷେ ବାର ହଜାର ଟଙ୍କା । ଏନେଇ ବାରିଆ ଥାନାରେ ଅଭିଯୋଗ ହେବାରୁ ପୋଲିସ ଆରମ୍ଭ କରିଛି ତଦନ୍ତ । ଉଖୁଣ୍ଡା ଷ୍ଟେଟ ବ୍ୟାଙ୍କରୁ ଟଙ୍କା ଉଠାଇ ଶିକ୍ଷୟତ୍ରୀ ଲଳିତା ନାଏକ ସ୍କୁଟିରେ ଖୁଦପଶି ଗାଁ ରାସ୍ତାରେ ଯାଉଥିଲେ । ମାତ୍ର ୨ଟି ବାଇକରେ ହେଲମେଟ ପିନ୍ଦିଥିବା ୪ ଜଣ ଦୁବୃର୍ତ୍ତ ଆସି ତାଙ୍କ ଟଙ୍କା ବ୍ୟାଗକୁ ଝାମ୍ପି ନେଇ ଫେରାର ହୋଇଯାଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ