Masthead

ପାଣ୍ଡପଡାରେ ସୌମ୍ୟଙ୍କ ଶକ୍ତି ପ୍ରଦର୍ଶନ

ହରିଚନ୍ଦପୁର (ବଡ଼ ଖବର ବ୍ୟୁରୋ): ଓଡ଼ିଶାର ବହୁ ଚର୍ଚ୍ଚିତ ନିର୍ବାଚନମଣ୍ଡଳି ଘସିପୁରାରେ ସ୍ୱାଧୀନ ବିଧାୟକ ପ୍ରାର୍ଥୀ ସୋମ୍ୟରଞ୍ଜନ ପଟ୍ଟନାୟକ ଘଟଗାଁ ବ୍ଲକ ପଣ୍ଡାପଡା ସମେତ ୯ ଟି ପଂଚାୟତରେ ହଜାର ହଜାର ସମର୍ଥକଙ୍କ ବାଇକ ରାଲି କରିଥିଲେ । ବିଧାୟକ ପାର୍ଥୀଙ୍କ ନିର୍ବାଚନୀ ଚିହ୍ନ ଅଟୋ ରିକ୍ସା ଥିବାରୁ ଅଟୋରେ ମଧ୍ୟ ରାଲି କରିଥିଲେ ।

ଉକ୍ତ ନିର୍ବାଚନରେ ପ୍ରତିଦ୍ୱନ୍ଦୀ ନେତା ବଦ୍ରି ନାରାୟଣ ପାତ୍ରଙ୍କୁ ସମାଲୋଚନା କରିବା ସହ ସବୁ ସ୍ଥାନରେ ଭୋଟରମାନେ ପରିବର୍ତ୍ତନ କରିବା ପାଇଁ ନାରା ଦେଇ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ ନିଶ୍ଚିତ ବିଜୟୀ କରିବେ ବୋଲି ଦୃଢୋକ୍ତି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ ! 🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ !