Masthead

କରୋନା ଯୋଦ୍ଧା ସମ୍ବର୍ଦ୍ଧନା ସମାରୋହ

ଖଇରା (ବଡ଼ ଖବର ବ୍ୟୁରୋ):ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ଶିକ୍ଷକ ଭବନ ପରିସରରେ ସ୍ୱାମୀ ବିବେକାନନ୍ଦ ସାମାଜିକ ସେବା ସଂସ୍ଥାନ ଦ୍ୱାରା କରୋନା ଯୋଦ୍ଧା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ସେବା ସଂସ୍ଥାନର ସଭାପତି ତଥା ପୂର୍ବତନ ବାୟୁସେନା ଅଧିକାରୀ ସତ୍ୟବ୍ରତ ନାରାୟଣ ବେହେରା ସଭାପତିତ୍ୱ କରିଥିଲେ । ମୁଖ୍ୟ ଅତିଥିଭାବେ ବିଡିଓ ପର୍ଶୁରାମ ପଣ୍ଡା, ମୁଖ୍ୟ ବକ୍ତା ଭାବେ ବ୍ଲକ ଅଧ୍ୟକ୍ଷା ଅଭିଲିପ୍ସା ସାହୁ ଏବଂ ଅତିଥିଭାବେ କାର୍ଯ୍ୟରତ  ସ୍ଥଳସେନା କର୍ମଚାରୀ କିଶୋର ଚନ୍ଦ୍ର ସାହୁ ଯୋଗଦେଇଥିଲେ ।

ଏହି ସମ୍ବର୍ଦ୍ଧନା ସଭାରେ ଖଇରା,ସିମୁଳିଆ,ଔପଦା ଏବଂ ଆଗରପଡା ଅଞ୍ଚଳର ଗଣମାଧ୍ୟମ ପ୍ରତିନିଧି, ବିଭିନ୍ନ ସ୍ୱେଚ୍ଛାସେବୀ ସଂଗଠନ,ଶିକ୍ଷକ ଏବଂ ବୁଦ୍ଧିଜୀବୀମାନଙ୍କୁ ଉପସ୍ଥିତ ଅତିଥିମାନେ ମାନପତ୍ର, ଉତରୀୟ,ପୁଷ୍ପଗୁଚ୍ଛ ଦେଇ କରୋନା ଯୋଦ୍ଧା ସମ୍ମାନରେ ସମ୍ମାନୀତ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା