Masthead

ସୌମ୍ୟ ସସପେନ୍ସ: ୬ଘଣ୍ଟା ଖଇରା ବନ୍ଦ

ଖଇରା (ବଡ଼ ଖବର ବ୍ୟୁରୋ): ଏସିଏଫ୍ ସୌମ୍ୟ ରଞ୍ଜନଙ୍କ ରହସ୍ୟଜନକ ମୃତ୍ୟୁକୁ ୨ ମାସ ବିତିଯାଇଥିଲେ ମଧ୍ୟ ସମ୍ପୃକ୍ତ ଦୋଷୀଙ୍କୁ ଏପର୍ଯ୍ୟନ୍ତ ଗିରଫ କରାଯାଇନାହିଁ। ଏଥିରେ ସମ୍ପୃକ୍ତ ଦୋଷୀଙ୍କୁ ତୁରନ୍ତ ଦଣ୍ଡବିଧାନ ଦାବିରେ ଆଜି ଖଇରା ଅଞ୍ଚଳର ଯୁବ ଗୋଷ୍ଠି, ବୁଦ୍ଧିଜୀବୀ, ସମାଜସେବୀ, ବରିଷ୍ଠନାଗରିକ, କୃଷକ ବିଭିନ୍ନ ସ୍ୱେଚ୍ଛାସେବୀ ସଙ୍ଗଠନ ଖଇରା ବଜାରକୁ ୬ଘଣ୍ଟା ପାଇଁ ବନ୍ଦ ଡାକରା ଦେଇଛନ୍ତି।

କେବଳ ଜରୁରୀକାଳୀନ ସେବାକୁ ଛାଡ଼ି ଦୋକାନ, ଅଫିସ ସୋର-କୁପାରୀ ରାଜ୍ୟ ରାଜପଥକୁ ବନ୍ଦ କରିଛନ୍ତି । ଆଗାମୀ ଦିନରେ ଯଦି ଦୋଷୀଙ୍କୁ ଗିରଫ କରାନଯାଏ ତେବେ ଆନ୍ଦୋଳନ ତୀବ୍ର ହେବବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ