Masthead

ଆକ୍ସନ ମୁଡରେ ଖଇରା ପୋଲିସ

ଖଇରା (ବଡ଼ ଖବର ବ୍ୟୁରୋ): ଆକ୍ସନ ମୁଡରେ ଖଇରା ପୋଲିସ । ବାଲେଶ୍ଵର ଜିଲ୍ଲା ଖଇରା ତହସିଲ ଅଧୀନ ଶରୀଶୁଆ ବଗେଇପୁର ଖଣି ଅଞ୍ଚଳରୁ ୩ଟି ମେଣ୍ଟାଲ ବୋଝେଇ ଟ୍ରାକ୍ଟର ଜବତ କରିଛି ପୋଲିସ । ସୋମବାର ବଗେଇପୁର ଖଣି ଅଞ୍ଚଳରେ ମେଣ୍ଟାଲ ଚୋରାଚାଲାଣ ହେଉଥିଲା । ଖବର ପାଇଥିଲା ପୋଲିସ । ଆଇଆଇସି ସୁବ୍ରତ କୁମାର ବେହେରାଙ୍କ ନେତୃତ୍ୱରେ ଏକ ଟିମ ଘଟଣାସ୍ଥଳରେ ପହଞ୍ଚି ଟ୍ରାକ୍ଟରଗୁଡିକୁ ଜବତ କରିବା ସହ ୩ ଡ୍ରାଇଭରଙ୍କୁ ମଧ୍ୟ ଅଟକ ରଖିଛନ୍ତି । ଗୌତମ ଗାହାଣ, ବିଜୁଳି ଦେଉରୀ, ସୁଶାନ୍ତ ଖଟୁଆଙ୍କ ନାମରେ ମାମଲା ରୁଜୁ କରାଯାଇଛି । ଆସନ୍ତାକାଲି ସେମାନଙ୍କୁ କୋର୍ଟ ଚାଲାଣ କରାଯିବ ବୋଲି ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା