Masthead

ଖଲିସ୍ତାନ କମାଣ୍ଡୋ ଫୋର୍ସ ମୁଖ୍ୟକୁ ଗୁଳି କରି ହତ୍ୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଖଲିସ୍ତାନ କମାଣ୍ଡୋ ଫୋର୍ସ ମୁଖ୍ୟ ତଥା ୱାଣ୍ଟେଡ଼ ଆତଙ୍କବାଦୀ ପରମଜିତ ସିଂହ ପଂଜୱାରକୁ ପାକିସ୍ତାନର ଲାହୋରରେ ଗୁଳି କରି ହତ୍ୟା କରାଯାଇଛି। ବାଇକରେ ଆସି ଦୁଇ ବ୍ୟକ୍ତି ସକାଳ  ୬ଟାରେ ଗୁଳିକରି ଫେରାର ହୋଇଛନ୍ତି । ସୂଚନା ଅନୁଯାୟୀ ଗୁଳିକରିବା ସମୟରେ ଏହି ଖଲିସ୍ତାନୀ କମାଣ୍ଡୋଙ୍କ ପାଖରେ ତାଙ୍କର ଜଣେ ସୁରକ୍ଷାକର୍ମୀ ଥିଲେ ।

ପରମଜିତର ସୁରକ୍ଷାକର୍ମୀ ମଧ୍ୟ ଗୁଳିମାଡ଼ରେ ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତି କରାଯାଇଛି । ପରମଜିତ ଶିଖ୍‌ ବିଦ୍ରୋହ , ହତ୍ୟା, ଡ୍ରଗ୍ଦ ଏବଂ ଅସ୍ତ୍ର ଚୋରାଚାଲାଣରେ ସମ୍ପୃକ୍ତ ଥିଲା। ୧୯୮୬‌ରେ ସେ କେସିଏଫ୍‌ରେ ଯୋଗ ଦେଇଥିଲା। ଏହା ପୂର୍ବରୁ ସେ ସୋହଲର ସେଣ୍ଟ୍ରାଲ କୋଅପରେଟିଭ ବ୍ୟାଙ୍କରେ କାମ କରୁଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା