Masthead

ଖଲିସ୍ତାନ କମାଣ୍ଡୋ ଫୋର୍ସ ମୁଖ୍ୟକୁ ଗୁଳି କରି ହତ୍ୟା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଖଲିସ୍ତାନ କମାଣ୍ଡୋ ଫୋର୍ସ ମୁଖ୍ୟ ତଥା ୱାଣ୍ଟେଡ଼ ଆତଙ୍କବାଦୀ ପରମଜିତ ସିଂହ ପଂଜୱାରକୁ ପାକିସ୍ତାନର ଲାହୋରରେ ଗୁଳି କରି ହତ୍ୟା କରାଯାଇଛି। ବାଇକରେ ଆସି ଦୁଇ ବ୍ୟକ୍ତି ସକାଳ  ୬ଟାରେ ଗୁଳିକରି ଫେରାର ହୋଇଛନ୍ତି । ସୂଚନା ଅନୁଯାୟୀ ଗୁଳିକରିବା ସମୟରେ ଏହି ଖଲିସ୍ତାନୀ କମାଣ୍ଡୋଙ୍କ ପାଖରେ ତାଙ୍କର ଜଣେ ସୁରକ୍ଷାକର୍ମୀ ଥିଲେ ।

ପରମଜିତର ସୁରକ୍ଷାକର୍ମୀ ମଧ୍ୟ ଗୁଳିମାଡ଼ରେ ଆହତ ହୋଇଛନ୍ତି । ଚିକିତ୍ସା ପାଇଁ ତାଙ୍କୁ ହସ୍ପିଟାଲରେ ଭର୍ତି କରାଯାଇଛି । ପରମଜିତ ଶିଖ୍‌ ବିଦ୍ରୋହ , ହତ୍ୟା, ଡ୍ରଗ୍ଦ ଏବଂ ଅସ୍ତ୍ର ଚୋରାଚାଲାଣରେ ସମ୍ପୃକ୍ତ ଥିଲା। ୧୯୮୬‌ରେ ସେ କେସିଏଫ୍‌ରେ ଯୋଗ ଦେଇଥିଲା। ଏହା ପୂର୍ବରୁ ସେ ସୋହଲର ସେଣ୍ଟ୍ରାଲ କୋଅପରେଟିଭ ବ୍ୟାଙ୍କରେ କାମ କରୁଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା