Masthead

ତ୍ରିରଙ୍ଗା ଓହ୍ଲାଇ ଖଲିସ୍ତାନ ପତାକା ଲଗାଇଲେ ସମର୍ଥକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତ୍ରିରଙ୍ଗାର ଅପମାନ । ତ୍ରିରଙ୍ଗା ଓହ୍ଲାଇ ଖଲିସ୍ତାନ ପତାକା ଲଗାଇଲେ ସମର୍ଥକ । ଲଣ୍ଡନରେ ଥିବା ଭାରତୀୟ ହାଇ କମିଶନରେ ଲାଗିଥିବା ତ୍ରିରଙ୍ଗାକୁ ଅପମାନ କରାଯାଇଛି । ଖଲିସ୍ତାନୀ ସମର୍ଥକଙ୍କ ଦ୍ୱାରା ତ୍ରିରଙ୍ଗାକୁ କାଢ଼ି ଦିଆଯାଇଛି । ତା ବଦଳରେ ଖଲିସ୍ତାନୀ ପତାକା ଲଗାଯାଇଛି । ଏହି ଘଟଣାକୁ ନେଇ ସାରା ଦେଶ ଅସନ୍ତୋଷ ବ୍ୟକ୍ତ କରିଥିଲା ବେଳେ ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରାଳୟ ମଧ୍ୟ ଅସନ୍ତୋଷ ବ୍ୟକ୍ତ କରିଛି । ଏ ନେଇ ଭାରତ ବ୍ରିଟିଶ କୂଟନୀତିଜ୍ଞଙ୍କୁ ଡକାଇ ଘଟଣାର କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା