Masthead

ପ୍ରଗତି ମଇଦାନରେ ତ୍ରିରଙ୍ଗା ବଦଳାଇବାକୁ ଖଲିସ୍ତାନୀଙ୍କ ଧମକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଏବେ ବି ଧରାପଡ଼ି ନାହିଁ ଖଲିସ୍ତାନୀ ସମର୍ଥକ ଅମୃତପାଲ ସିଂ । ଅମୃତପାଲଙ୍କୁ ଧରିବାପାଇଁ ‘ପଞ୍ଜାବ ପୋଲିସ ତଲାସି ଅଭିଯାନ ଜାରି ରଖିଛି । ଏହାରି ଭିତରେ ଖଲିସ୍ତାନ ସମର୍ଥକ ରାଜଧାନୀ ଦିଲ୍ଲୀର ପ୍ରଗତି ମଇଦାନରେ ଭାରତୀୟ ତ୍ରିରଙ୍ଗାକୁ ହଟାଇ ଖଲିସ୍ତାନ ପତାକା ଲଗାଇବାକୁ ଧମକ ଦେଇଛନ୍ତି । ଏହି ଧମକ ଏକ ଅଡିଓ ମେସେଜ ମାଧ୍ୟମରେ ଦିଆଯାଇଛି । ଏହି ଘଟଣାକୁ ନେଇ ଦିଲ୍ଲୀ ପୋଲିସ ମାମଲା ରୁଜୁ କରିଛି ।

ଦିଲ୍ଲୀ ପୋଲିସରେ ଜଣେ ବ୍ୟକ୍ତି ଅଭିଯୋଗ ଆଣିଥିଲେ କି ଯେତେବେଳେ ସେ ୱାୟା ଫ୍ଲାଇଟ ମୁମ୍ବାଇରୁ ଦିଲ୍ଲୀ ପହଞ୍ଚିଲେ ସେତେବେଳେ ଏୟାରପୋର୍ଟରେ ଓହ୍ଲାଇବା ସମୟରେ ତାଙ୍କ ଫୋନରେ ପୂର୍ବରୁ ରେକର୍ଡ ହୋଇଥିବା ଏକ ଅଡିଓ ମେସେଜ ରିସିଭ ହୋଇଥିଲା । ଯେଉଁଥିରେ ତ୍ରିରଙ୍ଗାକୁ ହଟାଇ ଖଲିସ୍ତାନୀ ପତାକା ଲଗାଯାଇଥିବା ଧମକ ଦିଆଯାଇଥିଲା । ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ ୟୁନିଟ ଅଭିଯୋଗ ଆଧାରରେ ଯାଞ୍ଚ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର