Masthead

ଦୁଇ ଭଉଣୀଙ୍କ ସଲିଳ ସମାଧି

ଖଲ୍ଲିକୋଟ (ବଡ଼ ଖବର ବ୍ୟୁରୋ): ଖଲ୍ଲିକୋଟ ଥାନା ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ଅଭାବନୀୟ ଘଟଣା । ପୋଖରୀରେ ବୁଡି ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି । ତୁଳସୀପୁର ଗାଁର ସୁରେଶ ପାହାନଙ୍କ ଦୁଇ ଝିଅ ଖୁସି ପାହାନ(୧୦) ଓ ପୂଜା ପାହାନ(୮) । ତୁଳସୀପୁର ଗ୍ରାମର ନୁଆଁବନ୍ଧ ପୋଖରୀକୁ ଦୁଇ ଭଉଣୀ ଗାଧେଇବା ବାକୁ ଯାଇଥିବା ବେଳେ ଅସାବଧନତା କାରଣରୁ ପୋଖରୀରେ ବୁଡି ଯାଇଥିଲେ । ଗାଁ ଲୋକ ଖବର ପାଇ ଦୁଇ ଭଉଣୀଙ୍କୁ ଉଦ୍ଧାର କରି ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ମେଡିକାଲରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ଖଲ୍ଲିକୋଟ ପୋଲିସ ଖବର ପାଇ ଏକ ଅପମୃତ ମାମଲା ରୁଜୁ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ