ଦୁଇ ଭଉଣୀଙ୍କ ସଲିଳ ସମାଧି

ଖଲ୍ଲିକୋଟ (ବଡ଼ ଖବର ବ୍ୟୁରୋ): ଖଲ୍ଲିକୋଟ ଥାନା ଅନ୍ତର୍ଗତ ତୁଳସୀପୁର ଗ୍ରାମରେ ଅଭାବନୀୟ ଘଟଣା । ପୋଖରୀରେ ବୁଡି ଦୁଇ ଭଉଣୀଙ୍କ ମୃତ୍ୟୁ ଘଟିଛି । ତୁଳସୀପୁର ଗାଁର ସୁରେଶ ପାହାନଙ୍କ ଦୁଇ ଝିଅ ଖୁସି ପାହାନ(୧୦) ଓ ପୂଜା ପାହାନ(୮) । ତୁଳସୀପୁର ଗ୍ରାମର ନୁଆଁବନ୍ଧ ପୋଖରୀକୁ ଦୁଇ ଭଉଣୀ ଗାଧେଇବା ବାକୁ ଯାଇଥିବା ବେଳେ ଅସାବଧନତା କାରଣରୁ ପୋଖରୀରେ ବୁଡି ଯାଇଥିଲେ । ଗାଁ ଲୋକ ଖବର ପାଇ ଦୁଇ ଭଉଣୀଙ୍କୁ ଉଦ୍ଧାର କରି ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ମେଡିକାଲରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ । ଖଲ୍ଲିକୋଟ ପୋଲିସ ଖବର ପାଇ ଏକ ଅପମୃତ ମାମଲା ରୁଜୁ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!