Masthead

ଖଣ୍ଡପଡା ପାଳିଲା ଖଣ୍ଡପଡା ଦିବସ

ଖଣ୍ଡପଡା (ବଡ଼ ଖବର ବ୍ୟୁରୋ): ଖଣ୍ଡପଡ଼ାର ପୂର୍ବତନ ବିଧାୟକ ସ୍ୱର୍ଗତ ଅରୁଣ ପଟ୍ଟନାୟକଙ୍କ ୨୭ ତମ ଶ୍ରାଦ୍ଧ ଦିବସ ଅବସରରେ ଅରୁଣ ସ୍ମୃତି ସାଂସଦ ତରଫରୁ ପାଳନ ହେଲା ଜାଗ୍ରତ ଖଣ୍ଡପଡ଼ା ଦିବସ।ଯୋଗଦେଲେ ରାଜ୍ୟ ସୂଚନା ଓ ପ୍ରଯୁକ୍ତି କ୍ରୀଡା ଯୁବ ବ୍ୟାପାର ଗୃହ ବିଭାଗ ମନ୍ତ୍ରୀ ତୁଷାର କାନ୍ତି ବେହେରା

ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ,ପଦ୍ମନାଭ ବେହେରା, ରାଜ୍ୟ ସଭା ସାଂସଦ ମାନସ କୁମାର ମଙ୍ଗରାଜ ସମେତ ଭାପୁର ଓ ଖଣ୍ଡପଡ଼ା ଅଞ୍ଚଳର ସମସ୍ତ ଅରୁଣ ପ୍ରେମୀ। ସମ୍ମାନୀତ ହେଲେ ବିଭିନ୍ନ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ଅନେକ ପ୍ରତିଭା ଏବଂ କୃତି ଛାତ୍ରଛାତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ