Masthead

ଖଣ୍ଡପଡା ପାଳିଲା ଖଣ୍ଡପଡା ଦିବସ

ଖଣ୍ଡପଡା (ବଡ଼ ଖବର ବ୍ୟୁରୋ): ଖଣ୍ଡପଡ଼ାର ପୂର୍ବତନ ବିଧାୟକ ସ୍ୱର୍ଗତ ଅରୁଣ ପଟ୍ଟନାୟକଙ୍କ ୨୭ ତମ ଶ୍ରାଦ୍ଧ ଦିବସ ଅବସରରେ ଅରୁଣ ସ୍ମୃତି ସାଂସଦ ତରଫରୁ ପାଳନ ହେଲା ଜାଗ୍ରତ ଖଣ୍ଡପଡ଼ା ଦିବସ।ଯୋଗଦେଲେ ରାଜ୍ୟ ସୂଚନା ଓ ପ୍ରଯୁକ୍ତି କ୍ରୀଡା ଯୁବ ବ୍ୟାପାର ଗୃହ ବିଭାଗ ମନ୍ତ୍ରୀ ତୁଷାର କାନ୍ତି ବେହେରା

ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଦେବୀ ପ୍ରସାଦ ମିଶ୍ର ,ପଦ୍ମନାଭ ବେହେରା, ରାଜ୍ୟ ସଭା ସାଂସଦ ମାନସ କୁମାର ମଙ୍ଗରାଜ ସମେତ ଭାପୁର ଓ ଖଣ୍ଡପଡ଼ା ଅଞ୍ଚଳର ସମସ୍ତ ଅରୁଣ ପ୍ରେମୀ। ସମ୍ମାନୀତ ହେଲେ ବିଭିନ୍ନ କ୍ଷେତ୍ରରେ ସୁନାମ ଅର୍ଜନ କରିଥିବା ଅନେକ ପ୍ରତିଭା ଏବଂ କୃତି ଛାତ୍ରଛାତ୍ରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ