Masthead

ରାଷ୍ଟ୍ରପତିଙ୍କୁ ଭେଟି କୁସ୍ତିଯୋଦ୍ଧାଙ୍କ ପାଇଁ ନ୍ୟାୟ ମାଗିବେ ଖାପ ମହାପଞ୍ଚାୟତ ପ୍ରତିନିଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନ୍ୟାୟ ଦାବିରେ କୁସ୍ତିଯୋଦ୍ଧାଙ୍କ ଆନ୍ଦୋଳନ । ରାଜନେତାଙ୍କଠାରୁ ଆରମ୍ଭ କରି ଚାଷୀ ନେତା କୁସ୍ତିଯୋଦ୍ଧାଙ୍କୁ ନିଜର ସମର୍ଥନ ଜଣାଉଛନ୍ତି । ଏହା ଭିତରେ ଜୁନ ୧ରେ ଚାଷୀ ସଂଘ ବିକେୟୁ ଦିଲ୍ଲୀରେ ପହଁଚିଛି । କୁସ୍ତିଯୋଦ୍ଧାଙ୍କୁ ସମର୍ଥନ ଜଣାଇବା ସହ ଦେଶବ୍ୟାପୀ ଆନ୍ଦୋଳନ କରିବାକୁ ପ୍ରସ୍ତୁତ ହେଉଛି ଚାଷୀ ସଂଘ । ଆଜି କୁରୁକ୍ଷେତ୍ରରେ ମହାପଞ୍ଚାୟତ ଡକାଯାଇଥିବା ବେଳେ ଆଗାମୀ ରଣନୀତି ସମ୍ପର୍କରେ ଘୋଷଣା କରାଯିବ ।

କୁରୁକ୍ଷେତ୍ରରେ ମହାମେଳିରେ ଖାପ୍ ଚୌଧୁରୀ ସମିତି ଗଠନ କରାଯିବ । ସମିତି ସଦସ୍ୟ ରାଷ୍ଟ୍ରପତି ଓ କେନ୍ଦ୍ର ସରକାରଙ୍କୁ ଭେଟି ଆଲୋଚନା କରିବା ସହ ପୀଡ଼ିତାଙ୍କୁ ନ୍ୟାୟ ଦେବାକୁ ଅପିଲ କରିବେ । ଦେଶବ୍ୟାପୀ ବିକ୍ଷୋଭ କରାଯିବା ସହ ପୁଣି ଥରେ ଦିଲ୍ଲୀ ବର୍ଡର ସିଲ୍ କରାଯିବ ଚେତାବନୀ ଦେଇଛନ୍ତି ଚାଷୀନେତା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ