Masthead

ଆଜି ମଲ୍ଲିକାର୍ଜୁନ ଖଡଗେ, କାଲି ରାହୁଲ କରିବେ ପ୍ରଚାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ କଂଗ୍ରେସ ପାଇଁ କରିବେ ପ୍ରଚାର । ଭଦ୍ରକ ଓ ବାଲେଶ୍ୱରରେ ଖଡଗେ କରିବେ ଶୋଭାଯାତ୍ରା। ଦିନ ୧୧ଟାରେ ଖଡ଼ଗେ ବାଲେଶ୍ୱରରେ ସଭା କରିବେ। ପରେ ଅପରାହ୍ନ ୩ଟାରେ ଚାନ୍ଦବାଲିରେ ନିର୍ବାଚନୀ ସଭା କାର୍ଯ୍ୟକ୍ରମ ରହିଛି। ସେହିପରି ଆସନ୍ତାକାଲି ଶେଷ ପର୍ୟ୍ୟାୟ ପ୍ରଚାର ପାଇଁ ଭଦ୍ରକ ଆସିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି । ପୂର୍ବାହ୍ନ ୧୧ଟାରେ ସିମୁଳିଆ ସାନମହିତପୁର ଆସି ରାହୁଲ ପ୍ରଚାର କରିବା କାର୍ଯ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ