Masthead

ମହାପ୍ରଭୁଙ୍କ ଖସାପଡ଼ା ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ମହାପ୍ରଭୁଙ୍କ ଖସାପଡ଼ା ନୀତି । ଚୈତ୍ର- କୃଷ୍ଣ ଚତୁର୍ଦ୍ଦଶୀ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ଲାଗି ନୀତି ଅନୁଷ୍ଠିତ ହୋଇଥାଏ । ନୀତି ପାଇଁ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନରୁ ବଞ୍ଚିତ ରହିବେ ଶ୍ରଦ୍ଧାଳୁ । ଖସାପଡ଼ା ନୀତି ଶ୍ରୀଜିୟୁମାନଙ୍କର ଶ୍ରୀପୟର ସୁରକ୍ଷା ଲାଗି କରାଯାଇଥାଏ। ଏହି ନୀତିରେ ମହାପ୍ରଭୁଙ୍କ ଶ୍ରୀପୟରକୁ ଧଳା କପଡ଼ାରେ ଘୋଡାଇ ଦିଆଯାଏ। ବର୍ଷରେ ଦୁଇରୁ ତିନି ଥର ଏହି ନୀତି ସମ୍ପାଦନ ହୋଇଥାଏ ।

ସେପଟେ ଆଜି ପଖାଳ ଦିବସ । କାଳିଆ ସାଆନ୍ତଙ୍କ ପାଖେ ଲାଗି ହେବ ପଖାଳ ଭୋଗ । ପଖାଳ ଖାଲି ଓଡ଼ିଆଙ୍କ ପ୍ରିୟ ନୁହେଁ ବରଂ ମହାପ୍ରଭୁ ମଧ୍ୟ ନିତ୍ୟ ପଖାଳ ସମର୍ପଣ କରାଯାଏ । ମହାପ୍ରଭୁଙ୍କ ପାଖରେ ମଲ୍ଲିଫୁଲିଆ ପଖାଳ, ସୁବାସିତ ପଖାଳ, ଜିରା ପଖାଳ, ଚିପୁଡ଼ା ପଖାଳ ଓ ଘିଅ ପଖାଳ ପ୍ରସ୍ତୁତ ହୁଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା