Masthead

ଆଜି ୪ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ । ଏହି ସ୍ୱତନ୍ତ୍ର ନୀତି  ସମୟରେ ଭକ୍ତମାନେ ଠାକୁରଙ୍କ ଦର୍ଶନ ପାଇବେ  ନାହିଁ । ଦଇତାପତି ସେବକମାନେ ଠାକୁରଙ୍କ ଏହି  ସେବା କରିବେ । ଶ୍ରୀମନ୍ଦିର ପ୍ରଶାସନର ଲୋକ  ସମ୍ପର୍କ ଅଧିକାରୀ ଜିତେନ୍ଦ୍ର କୁମାର ମହାନ୍ତିଙ୍କ ସୂଚନା  ଅନୁସାରେ ସୋମବାର ଅପରାହ୍ନ ୬ଟାରୁ ରାତି ପ୍ରାୟ  ୧୦ଟା ପର୍ଯ୍ୟନ୍ତ ଦର୍ଶନ କଟକଣା ରହିଛି ।

ଦ୍ୱିତୀୟ ଭୋଗମଣ୍ଡପ ନୀତି ପରେ ଦଇତାପତିମାନେ ଗର୍ଭଗୃହକୁ  ପ୍ରବେଶ କରି ଠାକୁରଙ୍କ ଖସାପଡ଼ା ନୀତି ସମ୍ପନ୍ନ  କରିବେ । ଶ୍ରୀବିଗ୍ରହଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି  ନୀତି ପାଳନ କରାଯାଏ । ତେବେ ସେଦିନର ଠାକୁରଙ୍କ  ନୀତି ଉପରେ ଦର୍ଶନ କଟକଣା ସମୟ ନିର୍ଭର କରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଘଟଣାର ପୁଙ୍ଖାନୁପଙ୍ଖ ତଥ୍ୟ ଦିଆଯିବ: ଶୋଭନା 🔴 ମମତାଙ୍କ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 🔴 ୧୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ 🔴 ଶୁଭେନ୍ଦୁଙ୍କ PAଙ୍କୁ ଗୁଳି କରି ହତ୍ୟା, ‘ଏହା ଯୋଜନାବଦ୍ଧ ହତ୍ୟାକାଣ୍ଡ’ 🔴 ପୁଣି ଡରାଇଲାଣି ବାତ୍ୟା! 🔴 ସ୍ତ୍ରୀ ମୁହଁରେ ସୁଧୀରଙ୍କ ହତ୍ୟା କାହାଣୀ 🔴 କନ୍ଧମାଳରେ ବନ୍ଧୁକ କାରଖାନା ଠାବ 🔴 ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ପୁଣି ଯୁଦ୍ଧର ଆଶଙ୍କା! 🔴 ଘଟଣାର ପୁଙ୍ଖାନୁପଙ୍ଖ ତଥ୍ୟ ଦିଆଯିବ: ଶୋଭନା 🔴 ମମତାଙ୍କ କ୍ୟାବିନେଟକୁ ବରଖାସ୍ତ କଲେ ରାଜ୍ୟପାଳ 🔴 ୧୨ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ 🔴 ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ 🔴 ଶୁଭେନ୍ଦୁଙ୍କ PAଙ୍କୁ ଗୁଳି କରି ହତ୍ୟା, ‘ଏହା ଯୋଜନାବଦ୍ଧ ହତ୍ୟାକାଣ୍ଡ’ 🔴 ପୁଣି ଡରାଇଲାଣି ବାତ୍ୟା! 🔴 ସ୍ତ୍ରୀ ମୁହଁରେ ସୁଧୀରଙ୍କ ହତ୍ୟା କାହାଣୀ 🔴 କନ୍ଧମାଳରେ ବନ୍ଧୁକ କାରଖାନା ଠାବ 🔴 ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ପୁଣି ଯୁଦ୍ଧର ଆଶଙ୍କା!