Masthead

ନିର୍ମାଣ ହେବ ୬୦ ଫୁଟ୍ ଉଚ୍ଚର ଶିବମୂର୍ତ୍ତି

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): ନିର୍ମାଣ ହେବ ୬୦ ଫୁଟ ଉଚ୍ଚର ଶିବ ମୂର୍ତ୍ତି । ଇତିହାସର ମୁକ ସାକ୍ଷୀ ହେବ ବାବା ପଶ୍ଚିମା ଶମ୍ଭୁଙ୍କ ୬୦ ଫୁଟ ଉଚର ପଥଧର ମୂର୍ତ୍ତି । ଖୋର୍ଦ୍ଧା ଜିଲ୍ଲା ହରିରାଜପୁର ମେଲଣ ସହିତ ଯେଡ଼ି ହେବାକୁ ଯାଉଛି ଆଉ ଏକ ନୂଆ ଫର୍ଦ୍ଦ । ଯାହାର ମେଳନ ପଡ଼ିଆରେ ଭୂମିପୂଜା କରାଯାଇଛି । ଏହି ମୂର୍ତ୍ତି ନିର୍ମାଣ ପାଇଁ ଖର୍ଚ୍ଚ ହେବ ୩ କୋଟି ଟଙ୍କ । ଆସନ୍ତା ୨ବର୍ଷ ମଧ୍ୟରେ ଏହାକୁ ସମ୍ପୂର୍ଣ୍ଣ କରିବାକୁ ଲକ୍ଷ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ