Masthead

ଟ୍ୟାଙ୍କର ଧକ୍କାରେ ମୃତ୍ୟୁ

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ): ବେଗୁନିଆ ବ୍ଲକ ବାଘମାରି ପେଟ୍ରୋଲ ପମ୍ପ ନିକଟରେ କିରୋସିନି ଟ୍ୟାଙ୍କର ଧକ୍କାରେ ଜଣେ ବାଟୋଇଙ୍କର ମୃତ୍ୟୁ ହୋଇଛି । ତେବେ ମୃତ ବ୍ୟକ୍ତି ଜଣକ ଖୋର୍ଦ୍ଧା ଶରଧାପୁର ଅଞ୍ଚଳର ଅକା ବୋଲି ଜଣାପଡିଛି। ସେ ବାଘମାରି ମେଡ଼ିକାଲରୁ ନିଜ ଘରକୁ ଯିବା ବେଳେ ଏହି ଦୁର୍ଘଟଣା ଘଟିଥିଲା । ଦୁର୍ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିଲା ଘଟଣାସ୍ଥଳରୁ ଟ୍ୟାଙ୍କର ଡ୍ରାଇଭର ଫେରାର ହୋଇଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା