Masthead

‘କନ୍ଦଳ ଛାଡ଼ି ଏକଜୁଟ ହୋଇ ଲଢ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେଡି ଖୋର୍ଦ୍ଧା-ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ । ଶଙ୍ଖ ଭବନରେ ବସିଛି ବୈଠକ । ତୃଣମୂଳ ସ୍ତରରୁ ଦଳକୁ ସଂଗଠିତ କରିବା ସହ କନ୍ଦଳ ଛାଡି ଏକଜୁଟ ହୋଇ ଲଢ଼ିବାକୁ ଆହ୍ୱାନ ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲା ପର୍ଯ୍ୟବେକ୍ଷକ ରବିନ୍ଦ୍ର ଜେନା । ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ବିଜେପି ହାତରେ ଏବଂ ଜଟଣୀ ନିର୍ବାଚନ ମଣ୍ଡଳୀ କଂଗ୍ରେସ ଖାତାକୁ ଯାଇଥିବାରୁ ଆଗାମୀ ନିର୍ବାଚନ ସବୁ ନିର୍ବାଚନ ମଣ୍ଡଳୀ ସମେତ ସଂସଦୀୟ କ୍ଷେତ୍ରକୁ ଫୋକସ୍ କରୁଛି ଦଳ । କିଛି ଦିନ ତଳେ ଖୋର୍ଦ୍ଧା ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ବରିଷ୍ଠ ନେତା ରବୀନ୍ଦ୍ର ଜେନାଙ୍କୁ ଦଳ ଦାୟିତ୍ୱ ଦେଇଥିବା ବେଳେ ନିକଟରେ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରର ଦାୟିତ୍ୱ ଶ୍ରୀମୟୀ ମିଶ୍ରଙ୍କୁ ଦେଇଛି ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା