Masthead

‘କନ୍ଦଳ ଛାଡ଼ି ଏକଜୁଟ ହୋଇ ଲଢ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବିଜେଡି ଖୋର୍ଦ୍ଧା-ଭୁବନେଶ୍ୱର ସାଙ୍ଗଠନିକ ଜିଲ୍ଲାର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ । ଶଙ୍ଖ ଭବନରେ ବସିଛି ବୈଠକ । ତୃଣମୂଳ ସ୍ତରରୁ ଦଳକୁ ସଂଗଠିତ କରିବା ସହ କନ୍ଦଳ ଛାଡି ଏକଜୁଟ ହୋଇ ଲଢ଼ିବାକୁ ଆହ୍ୱାନ ଦେଇଛନ୍ତି ଖୋର୍ଦ୍ଧା ଜିଲ୍ଲା ପର୍ଯ୍ୟବେକ୍ଷକ ରବିନ୍ଦ୍ର ଜେନା । ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ବିଜେପି ହାତରେ ଏବଂ ଜଟଣୀ ନିର୍ବାଚନ ମଣ୍ଡଳୀ କଂଗ୍ରେସ ଖାତାକୁ ଯାଇଥିବାରୁ ଆଗାମୀ ନିର୍ବାଚନ ସବୁ ନିର୍ବାଚନ ମଣ୍ଡଳୀ ସମେତ ସଂସଦୀୟ କ୍ଷେତ୍ରକୁ ଫୋକସ୍ କରୁଛି ଦଳ । କିଛି ଦିନ ତଳେ ଖୋର୍ଦ୍ଧା ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ବରିଷ୍ଠ ନେତା ରବୀନ୍ଦ୍ର ଜେନାଙ୍କୁ ଦଳ ଦାୟିତ୍ୱ ଦେଇଥିବା ବେଳେ ନିକଟରେ ଭୁବନେଶ୍ୱର ସଂସଦୀୟ କ୍ଷେତ୍ରର ଦାୟିତ୍ୱ ଶ୍ରୀମୟୀ ମିଶ୍ରଙ୍କୁ ଦେଇଛି ଦଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଓଡ଼ିଶା ଗସ୍ତରେ ଆସୁଛନ୍ତି  ୨ କେନ୍ଦ୍ରମନ୍ତ୍ରୀ 🔴 ଆଜି CEC ମାମଲାର ସୁପ୍ରିମକୋର୍ଟରେ ଶୁଣାଣି 🔴 ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର