ଧାର ଟଙ୍କାକୁ କେନ୍ଦ୍ର କରି ଅପହରଣ, ପରେ ମୃତ୍ୟୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଧାର ଟଙ୍କାକୁ କେନ୍ଦ୍ର କରି ଜଣେ ବ୍ୟକ୍ତିଙ୍କୁ ଧାର ଟଙ୍କାକୁ କେନ୍ଦ୍ର କରି । ପରେ ଶହୀଦନଗର ଥାନା ପରିସରରେ ତାଙ୍କର ମୃତ୍ୟୁ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଭୁବନେଶ୍ବର ସହିଦନଗର ଥାନା ପରିସରରେ । ମୃତକ ହେଲେ ଗାଡ଼କଣ ଅଞ୍ଚଳରେ ରହୁଥିବା ବିଚିତ୍ର ପଲେଇ। ରାଜଧାନୀ ରଜରାସ୍ତାରେ ଗତକାଲି ବିଳମ୍ବିତ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ କାର୍‌ରେ ଅପହରଣ କରି ନେବାକୁ ଉଦ୍ୟମ କରିଥିଲେ ।

ହେଲେ ଯୁବକଜଣଙ୍କ ଚଳନ୍ତା କାର୍‌ରୁ ଡେଇଁ ଥାନାରେ ପହଞ୍ଚିବା ପରେ ତାଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁସାରେ ବିଚିତ୍ର ଗତକାଲି ରାତିରେ ଅପହରଣକାରୀଙ୍କ ଠାରୁ ବର୍ତ୍ତିବାକୁ ଚେଷ୍ଟା କରି ପ୍ରଥମେ କାର୍ ଭିତରୁ ଡେଇଁ ପଡ଼ିଥିଲେ ଓ ପରେ ସହିଦନଗର ଥାନା ଭିତରେ ପଶିଯାଇ ସେଠାରେ ସଂଜ୍ଞାହୀନ ହୋଇପଡ଼ିଥିଲ । ପରେ ତାଙ୍କର ମୃତ୍ୟୁ ହୋଇଯାଇଥିଲ । ସେପଟେ ଧାର ଟଙ୍କାକୁ ନେଇ ବିଚିତ୍ରଙ୍କୁ ଆକ୍ରମଣ ଓ ଅପହରଣ ସନ୍ଦେହ, ଜଣେ ମହିଳାଙ୍କ ସହ ୨ ଜଣଙ୍କୁ ଅଟକ ରଖି ପୋଲିସର ପଚରାଉଚରା କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’